ପୂର୍ବ ଭାରତରେ ପ୍ରଥମ : କିମ୍‌ସରେ ହେଲା କାର୍ଡିଆକ୍ ଲେଜର ମେସିନ୍ ଜରିଆରେ ରୋଗୀ ସେବା

ଜଟିଳ ହୃଦରୋଗର ସରଳ ଚିକିତ୍ସା ପାଇଁ କିମ୍‌ସରେ ଆରମ୍ଭ ହୋଇଛି କାର୍ଡିଆକ୍ ଲେଜର ମେସିନ୍ ଜରିଆରେ ରୋଗୀ ସେବା ।  ଜଟିଳରୁ ଜଟିଳତମ ହୃଦରୋଗ ଚିକିତ୍ସା । ପାଇଁ ସମଗ୍ର ପୂର୍ବ ଭାରତରେ ପ୍ରଥମ ଥର ଲାଗି କିମ୍ସରେ ଏଭଳି ଯନ୍ତ୍ର ସ୍ଥାପନା କରାଯାଇଛି । ଏହାକୁ କିଟ୍, ଏହାକୁ କିଟ୍, କିସ୍ ଓ କିମ୍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‌ଘାଟନ କରିଥିଲେ । ଏହି ଲେଜର ମେସିନ୍ ଦ୍ଵାରା ଓଡ଼ିଶା ତ‌ଥା ପଡ଼ୋଶୀ ରାଜ୍ୟର ହୃଦରୋଗୀମାନେ … Continue reading ପୂର୍ବ ଭାରତରେ ପ୍ରଥମ : କିମ୍‌ସରେ ହେଲା କାର୍ଡିଆକ୍ ଲେଜର ମେସିନ୍ ଜରିଆରେ ରୋଗୀ ସେବା