FM College Student Self-Immolation truth will come out soon ।। ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା ଉପରୁ ହଟିବ ପରଦା

ଫକିର ମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣା ଉପରୁ ଖୁବ୍‌ଶୀଘ୍ର ପରଦା ହଟିପାରେ। ୟୁଜିସି ଏବଂ ଉଚ୍ଚଶିକ୍ଷା ବିଭାଗର ଊଛସ୍ତରୀୟ ଟିମ୍ ତଦନ୍ତ କରି ଫେରିଥିବା ବେଳେ କ୍ରାଇମବ୍ରାଞ୍ଚର ତଦନ୍ତ ଗତକାଲି ଆପାତତଃ ସରିଥିବା କୁହାଯାଉଛି। ଶୁକ୍ରବାର ସୁଦ୍ଧା ଲଗାତାର ୮ ଦିନ ଧରି କ୍ରାଇମବ୍ରାଞ୍ଚର ଟିମ୍ କଲେଜ ଓ ଆଖପାଖ ଅଞ୍ଚଳରେ ତଦନ୍ତ କରି ତଥ୍ୟ ସଂଗ୍ରହ କରିଥିଲା। ଶେଷଥର ପାଇଁ ଶୁକ୍ରବାର ଏହି ତଦନ୍ତକାରୀ ଟିମ୍ କଲେଜକୁ ଯାଇ ଇଷ୍ଟକ୍ୟାମ୍ପସ୍‌ରେ ଥିବା … Continue reading FM College Student Self-Immolation truth will come out soon ।। ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା ଉପରୁ ହଟିବ ପରଦା