ପୀତାବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ || Former BJD MLA Vikram Panda granted conditional bail by High Court in Pitavas Panda murder case

ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତାବାସ ପଣ୍ଡାଙ୍କ ବହୁଚର୍ଚ୍ଚିତ ହତ୍ୟା ମାମଲାରେ ଏକ ବଡ଼ ଆଇନଗତ ମୋଡ଼ ସାମ୍ନାକୁ ଆସିଛି। ଏହି ଘଟଣାରେ ଗିରଫ ହୋଇ ଜେଲ୍‌ରେ ଥିବା ବ୍ରହ୍ମପୁରର ପୂର୍ବତନ ବିଜେଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ କୁମାର ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି। ଜାମିନ ପ୍ରଦାନ କରିବା ସମୟରେ ମାନ୍ୟବର ହାଇକୋର୍ଟ ପୋଲିସର କାର୍ଯ୍ୟଶୈଳୀ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିବା ସହ … Continue reading ପୀତାବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ || Former BJD MLA Vikram Panda granted conditional bail by High Court in Pitavas Panda murder case