ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଭୁବନେଶ୍ୱରରୁ ହାଇଦ୍ରାବାଦ ହେଲେ ଏୟାରଲିଫ୍ଟ

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍‌ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ଏବେ  ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରରୁ ହାଇଦ୍ରାବାଦ ଏୟାରଲିଫ୍ଟ ହୋଇଛନ୍ତି । ଅଳ୍ପଦିନ ତଳେ ମଧ୍ୟ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଦେହ ଅସୁସ୍ଥ ହୋଇଥିଲା । କିଛି ଦିନ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଫେରିଥିଲେ । ଏବେ ପୁଣି ଥରେ … Continue reading ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଭୁବନେଶ୍ୱରରୁ ହାଇଦ୍ରାବାଦ ହେଲେ ଏୟାରଲିଫ୍ଟ