ମିଲେଟରୁ ମଦ ପ୍ରସ୍ତୁତ ପାଇଁ ମିଳିବ ସରକାରଙ୍କ ପ୍ରୋତ୍ସାହନ

Millet Beverage: ରାଜ୍ୟରେ ଏକ ସ୍ୱଚ୍ଛ ଅବକାରୀ ନୀତି ଗ୍ରହଣ କରିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥି ସହ ସମ୍ପୃକ୍ତ ଅଂଶୀଦାରମାନଙ୍କ ସମେତ ରାଜ୍ୟବାସୀ ଉପକୃତ ହୋଇପାରିବେ ଏ ନେଇ ବ୍ୟବସ୍ଥା କରାଯାଉଛି। ରାଜ୍ୟରେ ମାଣ୍ଡିଆ, ଯଅ, ଓ ବାଜରାଭିତ୍ତିକ ମଦ ପ୍ରସ୍ତୁତି ସହ ବ୍ୟବସାୟିକ ପ୍ରୋତ୍ସାହନ, ମଦ ଅପମିଶ୍ରଣ ରୋକିବା, ବ୍ୟାପକ ସଚେତନତା ନେଇ ଅବକାରୀ ବିଭାଗ ପକ୍ଷରୁ ଆୟୋଜିତ ବୈଠକରେ ଆଲୋଚନା ହୋଇଥିଲା। ସେହିଭଳି ଜନଜାତି ବର୍ଗଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି … Continue reading ମିଲେଟରୁ ମଦ ପ୍ରସ୍ତୁତ ପାଇଁ ମିଳିବ ସରକାରଙ୍କ ପ୍ରୋତ୍ସାହନ