ରାଜ୍ୟରେ ଗଡ଼ିବ ସବୁଜ ହାଇଡ୍ରୋଜେନ ବସ

ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷର ରାଜ୍ୟରେ ଗ୍ରୀନ୍ ହାଇଡ୍ରୋଜେନ୍ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି । ଏନେଇ ତ୍ରିପାକ୍ଷିକ ବୁଝାମଣା ପତ୍ର ଚୁକ୍ତି ସ୍ୱାକ୍ଷର ହୋଇଛି । ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା କ୍ୟାପିଟାଲ୍ ରିଜିୟନ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍‌), ଶକ୍ତି ବିଭାଗର ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଓଡ଼ିଶା ଲିମିଟେଡ଼୍ (ଗ୍ରୀଡ଼୍‌କୋ) ଏବଂ ଏନ୍‌ଟିପିସି ମଧ୍ୟରେ ଏକ ବୁଝାମଣା ପତ୍ର ଚୁକ୍ତି … Continue reading ରାଜ୍ୟରେ ଗଡ଼ିବ ସବୁଜ ହାଇଡ୍ରୋଜେନ ବସ