ସବୁଜ ପାୱାର ବ୍ୟାଙ୍କିଂ ପାଇଁ ଗ୍ରୀଡକୋ ଓ ଅଭାଡା ଗ୍ରୀନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର

Odisha: ରାଜ୍ୟରେ ସବୁଜ ହାଇଡ୍ରୋଜେନ୍ ଏବଂ ଆମୋନିଆ ଶିଳ୍ପ ପ୍ରତିଷ୍ଠାରେ ଏହା ଏକ ଐତିହାସିକ ଘଟଣା। ଗ୍ରୀନ୍ ହାଇଡ୍ରୋଜେନ୍ ଏବଂ ଆମୋନିଆ ବିକାଶ ପାଇଁ ଓଡ଼ିଶା ଭାରତର ଅଗ୍ରଣୀ ରାଜ୍ୟ। ଅନୁକୂଳ ନୀତି, ବିକଶିତ ସାମୁଦ୍ରିକ ବନ୍ଦର ସହିତ ସବୁଜ ଶକ୍ତି ପାଇବା ପାଇଁ ଆବଶ୍ୟକୀୟ ଭିତ୍ତିଭୂମି, ସାର, ଇସ୍ପାତ ଏବଂ ଅନ୍ୟାନ୍ୟ ଧାତୁ ଶିଳ୍ପ ଏବଂ ତୈଳ ବିଶୋଧନାଗାରରେ ସବୁଜ ହାଇଡ୍ରୋଜେନ୍ / ଆମୋନିଆର ଆବଶ୍ୟକ ରହିଛି । ଗ୍ରୀଡକୋ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ … Continue reading ସବୁଜ ପାୱାର ବ୍ୟାଙ୍କିଂ ପାଇଁ ଗ୍ରୀଡକୋ ଓ ଅଭାଡା ଗ୍ରୀନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର