୨୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର ଉପରେ ଜିଏସଟି: ଗୁରୁତ୍ୱପୂର୍ଣ୍ଣ ବୟାନ ଜାରି କଲା କେନ୍ଦ୍ର ସରକାର

UPI transactions: ୨୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର ଉପରେ ସାମଗ୍ରୀ ଓ ସେବା ଟିକସ (ଜିଏସଟି) ଆଦାୟ କରିବାକୁ ସରକାର କୌଣସି ପ୍ରସ୍ତାବ ଉପରେ ବିଚାର କରୁନାହାନ୍ତି ବୋଲି ଅର୍ଥ ମନ୍ତ୍ରଣାଳୟ ଶୁକ୍ରବାର ସ୍ପଷ୍ଟ କରିଛନ୍ତି। ୨୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର ଉପରେ ଜିଏସଟି ଆଦାୟ କରିବାକୁ ସରକାର ବିଚାର କରୁଛନ୍ତି ବୋଲି ଯେଉଁ ଦାବି କରାଯାଉଛି ତାହା ସମ୍ପୂର୍ଣ୍ଣ ମିଥ୍ୟା, ବିଭ୍ରାନ୍ତିକର ଏବଂ ବିନା ଆଧାରରେ। ବର୍ତମାନ ସରକାରଙ୍କ ନିକଟରେ ଏଭଳି କୌଣସି … Continue reading ୨୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର ଉପରେ ଜିଏସଟି: ଗୁରୁତ୍ୱପୂର୍ଣ୍ଣ ବୟାନ ଜାରି କଲା କେନ୍ଦ୍ର ସରକାର