Gundicha Temple to open from December 1 ।। ଡିସେମ୍ବର ୧ରୁ ଖୋଲିବ ଗୁଣ୍ଡିଚା ମନ୍ଦିର

ଆସନ୍ତା ଡିସେମ୍ବର ୧ ତାରିଖରୁ ଖୋଲିବ ଗୁଣ୍ଡିଚା ମନ୍ଦିର । ସର୍ବସାଧାରଣଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର । ସୂଚନା ଦେଲେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଟେଣ୍ଡର ଦିଆନଯାଇ ଶ୍ରୀମନ୍ଦିର ପ୍ରଶାସନ ନିଜେ ଏହାକୁ ପରିଚାଳନା କରିବ । ଦର୍ଶନ ପାଇଁ କିଭଳି ବ୍ୟବସ୍ଥା ରହିବ ସେନେଇ … Continue reading Gundicha Temple to open from December 1 ।। ଡିସେମ୍ବର ୧ରୁ ଖୋଲିବ ଗୁଣ୍ଡିଚା ମନ୍ଦିର