ମାର୍ଚ୍ଚ ୧୫ ଓ ୧୬ରେ ଓଡ଼ିଶାର ଏହି ଜିଲ୍ଲାଗୁଡ଼ିକରେ ହେବ ଗ୍ରୀଷ୍ମ ପ୍ରବାହ; ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଇଏମଡି

Heat Wave: ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ୧୫ ଓ ୧୬ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଞ୍ଚଳିକ ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୧୫ ତାରିଖରେ ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମ ପ୍ରବାହ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତା ୧୬ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ … Continue reading ମାର୍ଚ୍ଚ ୧୫ ଓ ୧୬ରେ ଓଡ଼ିଶାର ଏହି ଜିଲ୍ଲାଗୁଡ଼ିକରେ ହେବ ଗ୍ରୀଷ୍ମ ପ୍ରବାହ; ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଇଏମଡି