୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

Weather Update: ମାର୍ଚ୍ଚ ଆରମ୍ଭରୁ ମୁଣ୍ଡଫଟା ଖରା। ଟାଇଁ ଟାଇଁ ଖରାରେ ଜଳୁଛି ଶରୀର । ମାର୍ଚ୍ଚ ଓ ଏପ୍ରିଲ ମାସରେ ତାପମାତ୍ରା ଅଧିକ ରହିବା ସହ ଲମ୍ବା ସମୟ ଧରି ଜାରି ରହିବ ଗ୍ରୀଷ୍ମପ୍ରବାହ। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ରାଜ୍ୟରେ ତାପମାତ୍ରା । ସୂଚନା ଅନୁଯାୟୀ, ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ମାତ୍ର ଦୁଇ ଦିନ ପରଠୁ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି … Continue reading ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା