Heavy rains throughout the week, school holiday in these districts today ସପ୍ତାହ ସାରା ପ୍ରବଳ ବର୍ଷା, ଆଜି ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି

ବଙ୍ଗୋପସାଗରରେ ସୃଷ୍ଟିହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ଯୋଗୁଁ ୬ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହା ଆଗାମୀ ୨ଦିନ ଯାଏଁ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବାର ସମ୍ଭାବନା ରହିଛି । ପ୍ରଭାବର ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଘୁଚାପ … Continue reading Heavy rains throughout the week, school holiday in these districts today ସପ୍ତାହ ସାରା ପ୍ରବଳ ବର୍ଷା, ଆଜି ଏହି ସବୁ ଜିଲ୍ଲାରେ ସ୍କୁଲ ଛୁଟି