ଆଗାମୀ ଦିନରେ ଏକ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି। ଏହି ପାଗର ପ୍ରଭାବ ଜୁଲାଇ ୧୫ ପର୍ଯ୍ୟନ୍ତ ରହିବ ବୋଲି ଆଶା କରାଯାଉଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଉତ୍ତର ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ବଜ୍ରପାତ, ଝଡ଼ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରିଛି। କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂପୁର, କେନ୍ଦୁଝର, ଗଜପତି, … Continue reading ଲଘୁଚାପ ଯୋଗୁଁ ଆସନ୍ତା ୧୫ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା || Heavy rains in the state for the next 15 days due to low pressure
Copy and paste this URL into your WordPress site to embed
Copy and paste this code into your site to embed