ଅଶାନ୍ତ ବଙ୍ଗୋପସାଗର ପାଇଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଜିଲ୍ଲା ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି || Heavy to very heavy rain likely in Odisha due to turbulent Bay of Bengal, ‘red warning’ issued for 3 districts

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ସମଗ୍ର ଓଡ଼ିଶାରେ ବର୍ଷାର ବିସ୍ତୃତି ଓ ପରିମାଣ ବୃଦ୍ଧି ପାଇବାକୁ ଯାଉଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ରୁ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର … Continue reading ଅଶାନ୍ତ ବଙ୍ଗୋପସାଗର ପାଇଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଜିଲ୍ଲା ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି || Heavy to very heavy rain likely in Odisha due to turbulent Bay of Bengal, ‘red warning’ issued for 3 districts