ମହାକାଶରୁ କିଭଳି ଦେଖାଯାଉଛି ମହାକୁମ୍ଭ, ଇସ୍ରୋ ପକ୍ଷରୁ ୨ ପ୍ରକାର ସାଟେଲାଇଟ ଚିତ୍ର ଜାରି

ଦୀର୍ଘ ୧୪୪ ବର୍ଷ ପରେ  ପ୍ରୟାଗରାଜର ପବିତ୍ର ଭୂମିରେ ଚାଲିଛି ମହାକୁମ୍ଭ ମେଳା ।  ବିଶ୍ବର କୋଣଅନୁକୋଣରୁ ଆସିଥିବା ଶ୍ରଦ୍ଧାଳୁଙ୍କ ବୁଡ଼ରେ ମୁଖରିତ ହେଉଛି ପବିତ୍ର ଧାମ ।  ଏହି ଭବ୍ୟ ମେଳାରେ ଲକ୍ଷାଧିକ ସଂଖ୍ୟାରେ ସାଧୁ ,ମହାତ୍ମା , ବାବା , ସାଧ୍ବୀଙ୍କ  ଭିଡ ଜମିଛି । ଅନେକ ବିଚିତ୍ର ବାବାଙ୍କୁ ଏହି ମେଳାରେ ଦେଖିବାକୁ ମିଳୁଛି । ଇସ୍ରୋ ପକ୍ଷରୁ ୨ ପ୍ରକାର ସାଟେଲାଇଟ୍ ଚିତ୍ର ଜାରି କରାଯାଇଛି । ପ୍ରୟାଗ ରାଜର ସଙ୍ଗମ … Continue reading ମହାକାଶରୁ କିଭଳି ଦେଖାଯାଉଛି ମହାକୁମ୍ଭ, ଇସ୍ରୋ ପକ୍ଷରୁ ୨ ପ୍ରକାର ସାଟେଲାଇଟ ଚିତ୍ର ଜାରି