ମୋହନଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ
CMO:ଜଗତସିଂହପୁର ଜିଲ୍ଲାର ବାଲିକୁଦା ବ୍ଲକର ସିଙ୍ଗାରପୁର ଗାଁରେ ଜନ୍ମିତ ମନୋଜ ସାହୁ ଭୁବନେଶ୍ୱରସ୍ଥିତ ଓୟୁଏଟି ବିଶ୍ୱବିଦ୍ୟାଳୟରୁ ବିଏସସି ଓ ଜୁନାଗଡ଼ କୃଷି ବିଶ୍ୱବିଦ୍ୟାଳୟରୁ ଏମଏସସି ଡିଗ୍ରୀ ହାସଲ କରିବା ପରେ ୨୦୦୬ ମସିହାରେ ଆଇଏଏସ୍ ଚାକିରିରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବଭାବେ ୨୦୦୬ ବ୍ୟାଚ୍ ଏଜିଏମୟୁଟି କ୍ୟାଡ଼ରର ଆଇଏଏସ୍ ମନୋଜ କୁମାର ସାହୁଙ୍କୁ ଆଜି ନିଯୁକ୍ତି ମିଳିଛି। ରାଜ୍ୟ ସରକାରଙ୍କ ଅନୁରୋଧରେ ଶ୍ରୀ ସାହୁଙ୍କୁ କେନ୍ଦ୍ର ସରକାର ଗତମାସରେ ଓଡ଼ିଶାକୁ ପଠାଇଥିଲେ। … Continue reading ମୋହନଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ
Copy and paste this URL into your WordPress site to embed
Copy and paste this code into your site to embed