IMD Issues Orange Warning Across Multiple Odisha Districts ।। ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ରାଜ୍ୟରେ ପରିବର୍ତ୍ତନ ହେବ ପାଗ, କମିବ ଖରା ବଢିବ ବର୍ଷା । ଆଗାମୀ ୨୪ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ର ରୂପ ନେବ । ଲଘୁଚାପ ଏବଂ ଅବପାତ କାରଣରୁ ରାଜ୍ୟରେ ୨୩ ତାରିଖରୁ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ୨୮ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ … Continue reading IMD Issues Orange Warning Across Multiple Odisha Districts ।। ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା