IMD Issues Rain Warnings For Odisha ।। ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ରୁ ୨୮ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହିତ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ … Continue reading IMD Issues Rain Warnings For Odisha ।। ୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା