ଉତ୍କର୍ଷ ଓଡ଼ିଶାର ଅପାର ସଫଳତା

ଦୁଇଦିନିଆ ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ଆମ ପାଇଁ ଅପାର ସଫଳତା ଆଣିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିରେ ସାରାବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକମାନେ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ନିଜେ ଉପସ୍ଥିତ ରହି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବା ଓ ୨୦୪୭ ସୁଦ୍ଧା … Continue reading ଉତ୍କର୍ଷ ଓଡ଼ିଶାର ଅପାର ସଫଳତା