ଓଡ଼ିଶାକୁ ଗୁରୁତ୍ୱ; ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ ଓ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ କରିଛନ୍ତି । ଏହି ପଦକ୍ଷେପଗୁଡ଼ିକ ବିଭିନ୍ନ ଅଞ୍ଚଳରେ ବିଶେଷଭାବେ ଓଡ଼ିଶା, ଜାମ୍ମୁ କାଶ୍ମୀର ଏବଂ ତେଲେଙ୍ଗାନାରେ ରେଳ ଭିତ୍ତିଭୂମିରେ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖିଛି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପୂର୍ବତଟ ରେଳପଥର ରାୟଗଡ଼ା … Continue reading ଓଡ଼ିଶାକୁ ଗୁରୁତ୍ୱ; ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ