India is a millionaires’ paradise ! ।। ଭାରତ ଏବେ କୋଟିପତିଙ୍କ ସ୍ୱର୍ଗ !
ବିଶ୍ୱରେ ସବୁଠାରୁ ଜନବହୁଳ ରାଷ୍ଟ୍ର ଭାରତ। ଏଥିମଧ୍ୟରେ ଲୋକସଂଖ୍ୟା ୧୪୪ କୋଟି ଅତିକ୍ରମ କଲାଣି। ଆମ ଅର୍ଥନୀତି ମଧ୍ୟ ୪ଟ୍ରିଲିୟନ୍ ଡଲାର ଅତିକ୍ରମ କରି ଚତୁର୍ଥ ବୃହତ୍ ଅର୍ଥନୀତିର ମର୍ଯ୍ୟାଦା ହାସଲ କରିଛି। ତେବେ ଦେଶର ଏକଶହ ବିତ୍ତଶାଳୀ ବ୍ୟକ୍ତିଙ୍କ ହାତରେ ୧ ଟ୍ରିଲିୟନ୍ ଡଲାର ସମ୍ପତ୍ତି ଠୁଳ ହୋଇ ରହିଛି। ତେଲିଆ ମୁଣ୍ଡରେ ତେଲ ଭଳି କିଛି ସୀମିତ ଲୋକଙ୍କ ଉପାର୍ଜନ ବଢ଼ୁଛି। ସେମାନେ ଜାତୀୟ ସମ୍ୱଳକୁ ନିଜ କରାୟତ୍ତରେ ରଖିବାକୁ ସମର୍ଥ ହୋଇଛନ୍ତି। ସରକାରୀ … Continue reading India is a millionaires’ paradise ! ।। ଭାରତ ଏବେ କୋଟିପତିଙ୍କ ସ୍ୱର୍ଗ !
Copy and paste this URL into your WordPress site to embed
Copy and paste this code into your site to embed