Internet services suspended in Bhadrak ।। ଭଦ୍ରକରେ ୨୪ ଘଣ୍ଟା ଯାଏ ଇଣ୍ଟରନେଟ ସେବା ବନ୍ଦ
ଗୋଷ୍ଠୀ ସଂଘର୍ଷରେ ଜଣେ ଯୁବକଙ୍କ ମୃତ୍ୟୁ ପରେ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଭଦ୍ରକ ଜିଲ୍ଲାର ପାଞ୍ଚଟି ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଗୁରୁବାର ସକାଳ ୬ଟାରୁ ଶୁକ୍ରବାର ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭଦ୍ରକରେ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ଭଦ୍ରକ ବ୍ଲକ ଏବଂ ଏହାର ପୌରପାଳିକା ସହ ତିହିଡି ବ୍ଲକ, ଧାମନଗର ବ୍ଲକ ଏବଂ ସଂଲଗ୍ନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ତିହିଡି … Continue reading Internet services suspended in Bhadrak ।। ଭଦ୍ରକରେ ୨୪ ଘଣ୍ଟା ଯାଏ ଇଣ୍ଟରନେଟ ସେବା ବନ୍ଦ
Copy and paste this URL into your WordPress site to embed
Copy and paste this code into your site to embed