ସମବାୟ ବ୍ୟାଙ୍କରେ ୩୮କୋଟିର ଅନିୟମିତତା, ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ

Cooperative Bank: ୧୭ଟି ଜିଲ୍ଲା କେନ୍ଦ୍ରୀୟ ସମବାୟ ସମିତିରେ ୩୮କୋଟି ଟଙ୍କାରୁ ଅଧିକ ଆର୍ଥିକ ଅନିୟମିତତା ହୋଇଥିବାବେଳେ ତିନିଟି ଅର୍ବାନ କୋଅପରେଟିଭ ବ୍ୟାଙ୍କରେ ୧୭କୋଟି ଟଙ୍କାରୁ ଅଧିକ ଆର୍ଥିକ ଅନିୟମିତତା ପରିଲକ୍ଷିତ ହୋଇଛି। ବିଗତ ଦଶବର୍ଷ ମଧ୍ୟରେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ୍‍ ସମେତ ୧୭ଟି ଜିଲ୍ଲା କେନ୍ଦ୍ରୀୟ ସମବାୟ ସମିତିରେ ୩୮କୋଟି ଟଙ୍କାରୁ ଅଧିକ ଆର୍ଥିକ ଅନିୟମିତତା ହୋଇଥିବାବେଳେ ତିନିଟି ଅର୍ବାନ କୋଅପରେଟିଭ ବ୍ୟାଙ୍କରେ ୧୭କୋଟି ଟଙ୍କାରୁ ଅଧିକ ଆର୍ଥିକ ଅନିୟମିତତା ପରିଲକ୍ଷିତ ହୋଇଛି। ଜିଲ୍ଲା … Continue reading ସମବାୟ ବ୍ୟାଙ୍କରେ ୩୮କୋଟିର ଅନିୟମିତତା, ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ