ସାଟେଲାଇଟ୍ ଆଧାରିତ ଇଣ୍ଟରନେଟ୍ ସେବା ପାଇଁ ଜିଓ ପକ୍ଷରୁ ସ୍ପେସଏକ୍ସ ସହିତ ସହଭାଗିତା
Mumbai: ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମସ ଲିମିଟେଡ୍ (ଜେପିଏଲ) ଏବଂ ଏଲନ୍ ମସ୍କଙ୍କ ସ୍ପେସ୍ଏକ୍ସ ଭାରତରେ ଷ୍ଟାରଲିଙ୍କ ବ୍ରଡବ୍ୟାଣ୍ଡ ଇଣ୍ଟରନେଟ୍ ସେବା ଉପଲବ୍ଧ କରାଇବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି। ଏହି ଚୁକ୍ତିନାମା ପରେ, ଭାରତର ଗ୍ରାମାଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳ ସମେତ ସାରା ଦେଶରେ ସାଟେଲାଇଟ୍ ଆଧାରିତ ବ୍ରଡବ୍ୟାଣ୍ଡ ସେବା ଉପଲବ୍ଧ ହେବ। ଏହା ସାହାଯ୍ୟରେ, ସେହି ଦୂରଦୂରାନ୍ତ ଅଞ୍ଚଳଗୁଡ଼ିକୁ ମଧ୍ୟ ସହଜରେ ସଂଯୋଗ କରାଯାଇପାରିବ ଯେଉଁଠାରେ ସଂଯୋଗ ଯୋଗାଇବା କଷ୍ଟକର ରହିଛି। ଜିଓ … Continue reading ସାଟେଲାଇଟ୍ ଆଧାରିତ ଇଣ୍ଟରନେଟ୍ ସେବା ପାଇଁ ଜିଓ ପକ୍ଷରୁ ସ୍ପେସଏକ୍ସ ସହିତ ସହଭାଗିତା
Copy and paste this URL into your WordPress site to embed
Copy and paste this code into your site to embed