କାଶୀ-ତାମିଲ୍ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ: ମୁଖ୍ୟମନ୍ତ୍ରୀ
Odisha: ଆମେ ସମସ୍ତେ ମହାଭାରତୀୟ ସାଂସ୍କୃତିକ ଐତିହ୍ୟର ଗୋଟିଏ ଗୋଟିଏ ଅଂଶ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୋମବାର ବାରାଣାସୀ ଠାରେ ଆୟୋଜିତ କାଶୀ-ତାମିଲ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, କାଶୀ-ତାମିଲ୍ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ । ଭାରତର ପ୍ରତ୍ୟେକ ଅଞ୍ଚଳର ଭାଷା, ରୀତିନୀତି ଓ ପ୍ରଥା ଅଲଗା ହୋଇପାରେ କିନ୍ତୁ ଆମ ସମସ୍ତଙ୍କର ପାରସ୍ପରିକ ସ୍ନେହ, ସୌହାର୍ଦ୍ଦ୍ୟ ଓ ଆଧ୍ୟାତ୍ମିକ ଚିନ୍ତାଧାରା … Continue reading କାଶୀ-ତାମିଲ୍ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ: ମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed