କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଜାତୀୟ ମାନବାଧିକାର କମିସନଙ୍କ ତଦନ୍ତ ନିର୍ଦ୍ଦେଶ

KIIT:  ଟିମ୍ ଗଠନ କରି କିଟ୍ ବିଶ୍ୱବିଦ୍ୟାଳୟ ପରିସରକୁ ଯାଇ ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଲଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତର ସହ ନେଇଛନ୍ତି। ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିମ୍ ଗଠନ କରି କିଟ୍ ବିଶ୍ୱବିଦ୍ୟାଳୟ ପରିସରକୁ ଯାଇ ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତରେ ସହାୟତା କରିବା ପାଇଁ ରେଜିଷ୍ଟ୍ରାରଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। … Continue reading କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଜାତୀୟ ମାନବାଧିକାର କମିସନଙ୍କ ତଦନ୍ତ ନିର୍ଦ୍ଦେଶ