ମୋଦିଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ
ଅମୀରଙ୍କୁ କଲେ ସାକ୍ଷାତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ବେସାମରିକ ସମ୍ମାନ। ଦୁଇ ଦିନିଆ କୁଏତ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହାର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଦାନ କରାଯାଇଥିବା ୨୦ଶ ଅନ୍ତର୍ଜାତୀୟ ସମ୍ମାନ। ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ସମ୍ମାନ ବନ୍ଧୁତାର ପ୍ରତୀକ ଭାବେ କୌଣସି ରାଷ୍ଟ୍ରର ମୁଖ୍ୟ କିମ୍ବା ବିଦେଶ ରାଜ ପରିବାରର ସଦସ୍ୟଙ୍କୁ … Continue reading ମୋଦିଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ
Copy and paste this URL into your WordPress site to embed
Copy and paste this code into your site to embed