ବାଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଏବେ ଦେଖିବାକୁ ମିଳୁଛି । ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି … Continue reading Light to moderate rain at many places under the influence of low pressure ।। ଲଘୁଚାପର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା
Copy and paste this URL into your WordPress site to embed
Copy and paste this code into your site to embed