Naveen Patnaik: ଗତକାଲି ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ବସିଥିଲା ବିଜେଡିର ବିଧାୟକ ଦଳ ବୈଠକ । ହେଲେ ଏହି ବୈଠକରେ ଯୋଗ ଦେଇନଥିଲେ ଚମ୍ପୁଆର ବିଜେଡି ବିଧାୟକ ସନାତନ ମହାକୁଡ। ଯାହାକୁ ନେଇ ଆଜି ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସନାଙ୍କ ଉପରେ ବିରକ୍ତି ପ୍ରକାଶ କରିଛନ୍ତି ନବୀନ ପଟ୍ଟନାୟକ । ଯାହାକୁ ନେଇ ସମସ୍ତଙ୍କ ମନରେ ଏକ ପ୍ରଶ୍ନ ସୃଷ୍ଟି ହୋଇଥିଲା। ତେବେ ସେ କାହିଁକି ଅନୁପସ୍ଥିତ ଥିଲେ ବୋଲି ବିଜେଡ଼ି ସୁପ୍ରିମୋ … Continue reading ଡରିଗଲେ କି ନବୀନ!
Copy and paste this URL into your WordPress site to embed
Copy and paste this code into your site to embed