Low pressure in the Bay of Bengal II ବଙ୍ଗୋପସାଗରରେ ଲଘୁଚାପ !

ରଜରେ ବର୍ଷା ହେବାକୁ ନେଇ ଆକଳନ କରିଛି ପାଣିପାଗ ବିଭାଗ । ମୌସୁମୀ ସକ୍ରିୟ ହେବାକୁ ନେଇ ଆଶା କରାଯାଉଛି । ଏନେଇ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏଵେ ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ୧୪ ରୁ ୧୬ ଜୁନ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ୧୨ ଜୁନ ପରଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ … Continue reading Low pressure in the Bay of Bengal II ବଙ୍ଗୋପସାଗରରେ ଲଘୁଚାପ !