ନବରଙ୍ଗପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭୟାବହ ଅଗ୍ନିକାଣ୍ଡ, ରୋଗୀ ସୁରକ୍ଷିତ
ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପୁଜୁରୀଗୁଡାସ୍ଥିତ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ବେଳେ ସମସ୍ତ ରୋଗୀ ସୁରକ୍ଷିତ ଅଛନ୍ତି ବୋଲି ସୂତ୍ରରୁ ପ୍ରକାଶ। ଅଗ୍ନିକାଣ୍ଡ ଦେଖିବା ପରେ ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ବାହାର କରି ଦିଆଯାଇଥିଲା। ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଥିଲେ ହେଁ ପ୍ରକୃତ କାରଣ କର୍ତ୍ତୃପକ୍ଷ ଏପର୍ଯ୍ୟନ୍ତ ଜାଣିପାରିନାହାନ୍ତି। ସ୍ୱାସ୍ଥ୍ୟକେନ୍ଦ୍ରର ଅକ୍ସିଜେନ ସିଲିଣ୍ଡର ଷ୍ଟୋରେଜ୍ ଅଞ୍ଚଳରେ ପ୍ରଥମେ ଅଗ୍ନିକାଣ୍ଡ ଦେଖିବାକୁ ମିଳିଥିଲା। … Continue reading ନବରଙ୍ଗପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭୟାବହ ଅଗ୍ନିକାଣ୍ଡ, ରୋଗୀ ସୁରକ୍ଷିତ
Copy and paste this URL into your WordPress site to embed
Copy and paste this code into your site to embed