ଜାତିଗତ ହିଂସା ଆରମ୍ଭ ହେବାର ପ୍ରାୟ ୨ ବର୍ଷ ପରେ ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ

Manipur: କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଓ ଫ୍ଲୋର ଟେଷ୍ଟକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। କଂଗ୍ରେସର ଅନାସ୍ଥା ପ୍ରସ୍ତାବକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏଭଳି ପଦକ୍ଷେପ ନିଆଯାଇଛି ମଣିପୁର ବିଧାନସଭାରେ ବିଜେପିର ସଂଖ୍ୟାଗରିଷ୍ଠତା, କଂଗ୍ରେସର ୫ ଟି ଆସନ ମଣିପୁରରେ ଜାତିଗତ ହିଂସା କାଣ୍ଡ ଘଟିବାର ପ୍ରାୟ ଦୁଇ ବର୍ଷ ପରେ ମୁଖ୍ୟମନ୍ତ୍ରୀ ଏନ୍ ବିରେନ୍ … Continue reading ଜାତିଗତ ହିଂସା ଆରମ୍ଭ ହେବାର ପ୍ରାୟ ୨ ବର୍ଷ ପରେ ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ