Maoists Propose One-Month Ceasefire ।। ନରମିଲା ମାଓ ସଂଗଠନ : ଅସ୍ତ୍ରବିରତି ଘୋଷଣା

ଅସ୍ତ୍ରବିରତି ଘୋଷଣା କରିଛନ୍ତି ମାଓ ସଂଗଠନ । ସୁରକ୍ଷାକର୍ମୀଙ୍କ ମାରାଥନ ମାଓ ଦମନ ଅପରେସନ ପରେ ଶେଷରେ ନରମିଛି ମାଓ ସଂଗଠନ । ଅନ୍ୟ କୌଣସି ଉପାୟ ନପାଇ ଅସ୍ତ୍ରବିରତି ଘୋଷଣା କରିଥିବା ମାଓ ସଂଗଠନ ମୁଖପାତ୍ର ଅଭୟ ସୂଚନା ଦେଇଛନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି । ଅସ୍ତ୍ର ତ୍ୟାଗ କରିବା ପାଇଁ ୧ ମାସ ସମୟ ମାଗିଛି ନକ୍ସଲବାହିନୀ । ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାଓବାଦୀ) ଏକ ଘୋଷଣାରେ ଅସ୍ତ୍ର ତ୍ୟାଗ … Continue reading Maoists Propose One-Month Ceasefire ।। ନରମିଲା ମାଓ ସଂଗଠନ : ଅସ୍ତ୍ରବିରତି ଘୋଷଣା