ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବ

ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ (ସ୍କିମାଟିକ)ମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ମନ୍ତ୍ରୀ ଶ୍ରୀ ଗଣ୍ଡ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ … Continue reading ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବ