Minor Girl Set Ablaze in Balanga, Shifted to AIIMS with Severe Burns ।। ନାବାଳିକାଙ୍କୁ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର

ପୁଣି ରାଜ୍ୟରେ ନିଆଁ ସହ ହେଲା ଖେଳ। ପେଟ୍ରୋଲ ଦିଆସିଲି ଜାଳିଲା ଆଉ ଗୋଟିଏ ଝିଅର ଶରୀର । ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବର ଗାଁରୁ ଆସିଲା ମହିଳା ନିର୍ଯାତନାର ଆଉ ଏକ ଛାତିଥରା ଘଟଣା ।  ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳି ଦେଇଛନ୍ତି ଦୁର୍ବୃତ୍ତ । ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି … Continue reading Minor Girl Set Ablaze in Balanga, Shifted to AIIMS with Severe Burns ।। ନାବାଳିକାଙ୍କୁ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର