ନଭେମ୍ବର ମାସରୁ ଆଜି ପର୍ଯ୍ୟନ୍ତ ୩ ମାସରେ ୬୯ଟି ଦୁର୍ଘଟଣା ଘଟାଇଛି ମୋ ବସ୍

ମୋ ବସ କଥା ଶୁଣିଲେ ରାସ୍ତାରେ ଚାଲିବାକୁ ଡ଼ର ଲଗୁଛି । କାରଣ କେତେବେଳେ କେଉଁ ସମୟରେ ମୋ ବସ କାହା ଉପରେ ଚଢିଯିବ କିଏ କହିବ । କେତେବେଳେ ଡ୍ରାଇଭରର ବେପରୁଆପଣ, କେତେବେଳେ ସ୍ପିଡ୍ ଡ୍ରାଇଭ୍ ପାଇଁ ବାରମ୍ବାର ଦୁର୍ଘଟଣା ଘଟାଉଥିବା ମୋ-ବସ୍ କୁ ନେଇ କ୍ରୁଟର ବଢିଛି ଚିନ୍ତା। କେତେବେଳେ ଛୋଟପିଲା ଉପରେ ଚଢିଗଲାଣି ତ ପୁଣି କେତେବେଳେ ରାସ୍ତାରେ ପଥଚାରୀକୁ ଧକ୍କା ଦେଲାଣି। ରାଜ୍ୟରେ ଏବେ ମୋ-ବସ୍ ସେବା ଚାଲୁଛି ଅଳ୍ପ କିନ୍ତୁ … Continue reading ନଭେମ୍ବର ମାସରୁ ଆଜି ପର୍ଯ୍ୟନ୍ତ ୩ ମାସରେ ୬୯ଟି ଦୁର୍ଘଟଣା ଘଟାଇଛି ମୋ ବସ୍