Modi Cabinet: ୨୦୨୫ର ପ୍ରଥମ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଚାଷୀଙ୍କ ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ଫସଲ ବୀମା ସହାୟତା ରାଶି ବଢ଼ାଇଲେ ମୋଦୀ ସରକାର। ଡିଏପି ସାର ଉପରେ ମିଶିବ ଅତିରିକ୍ତ ସବସିଡି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଯୋଡ଼ିହେବେ ଆଉ ୪ କୋଟି କୃଷକ। ନୂଆବର୍ଷରେ ଚାଷୀଙ୍କୁ ମୋଦି ସରକାରଙ୍କ ବଡ଼ ଉପହାର। ବଢିଲା ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ ସହାୟତା ରାଶି। ୨୦୨୫ର … Continue reading ନୂଆବର୍ଷରେ ଚାଷୀଙ୍କୁ ବଡ଼ ଉପହାର
Copy and paste this URL into your WordPress site to embed
Copy and paste this code into your site to embed