ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ସିକେ-୧୨ ଫାଉଣ୍ଡେସନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଓଡ଼ିଶାର ବିଦ୍ୟାଳୟଗୁଡ଼ିକରେ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇବାରେ ଏହା ସହାୟକ ହେବ: ଆହୁଜା ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ କାର୍ଲିଫର୍ଣ୍ଣିଆର ସିକେ-୧୨ ଫାଉଣ୍ଡେସନ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ଏବଂ ସିକେ-୧୨ ଫାଉଣ୍ଡେସନର … Continue reading ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ସିକେ-୧୨ ଫାଉଣ୍ଡେସନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
Copy and paste this URL into your WordPress site to embed
Copy and paste this code into your site to embed