ଗନ୍ଧମାର୍ଦ୍ଦନର ସୁରକ୍ଷା ପାଇଁ ଅମିତ ଶାହଙ୍କୁ ଭେଟିଲେ ସାଂସଦ ପ୍ରଦୀପ

Bargarh: ପଶ୍ଚିମ ଓଡ଼ିଶାର ପ୍ରମୁଖ ଭାଷା ସମ୍ବଲପୁରୀ/କୋସଲିକୁ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଅନ୍ତର୍ଭୁକ୍ତ କରିବା ଦିଗରେ ପଦକ୍ଷେପ ନେବାକୁ ସାଂସଦ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡ଼ର ଐତିହାସିକ, ସାଂସ୍କୃତିକ, ଧାର୍ମିକ ଓ ପରିବେଶଗତ ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ କରି ଏହାର ସୁରକ୍ଷା ଓ ସଂରକ୍ଷଣ ଦିଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରଦୀପ ନୂଆଦିଲ୍ଲୀରେ ଶାହଙ୍କୁ ଭେଟି ଏ ସଂକ୍ରାନ୍ତରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। … Continue reading ଗନ୍ଧମାର୍ଦ୍ଦନର ସୁରକ୍ଷା ପାଇଁ ଅମିତ ଶାହଙ୍କୁ ଭେଟିଲେ ସାଂସଦ ପ୍ରଦୀପ