ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି ୨୦୨୦: ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି ୨୦୨୦ ବା NEP ୨୦୨୦ । ପ୍ରତିକ୍ରିୟା ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହା ଐତିହାସିକ ପଦକ୍ଷେପ । ଶିକ୍ଷା ସରଳୀକାରଣ ହେବ। FLMର ନିପୁଣ ଓଡ଼ିଶା ଲାଗୁ କରାଯିବ । ପ୍ରାଥମିକ ସ୍ତରରେ ପିଲାମାନେ ଭିତ୍ତିଠିକ ରହିବା ନେଇ ପ୍ରତି ପଞ୍ଚାୟତରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କରିବାକୁ ଯାଉଛନ୍ତି ସରକାର ବୋଲି କହିଛନ୍ତି । ଏହା … Continue reading ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି ୨୦୨୦: ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ