ଫେବୃଆରୀ ପହିଲାରୁ ତାଉ ଦେଖାଇଲାଣି ଖରା, ଆଗକୁ ଆସୁଛି ଭୟାନକ ଗ୍ରୀଷ୍ମ ପ୍ରବାହ

ସରିଗଲା ଶୀତ। ଫେବୃଆରୀ ପହିଲାରୁ ତାଉ ଦେଖାଇଲାଣି। ମାଘମାସରେ ଶୀତ କି ଜାଡ଼ ନାହିଁ। ବଢିଲା ଦିନ ସହ ରାତିର ତାପମାତ୍ରା। ରାଜ୍ୟରେ ସ୍ଵାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା। ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ଏବଂ ରାତି ତାପମାତ୍ରା ଅଧିକା ରହିବ। ଜାନୁଆରୀ ଶେଷରୁ ରାଜ୍ୟରେ ଅସ୍ୱାଭାବିକ ଗରମ ଅନୁଭୁତ ହେଉଛି। ପାରଦ ୩୪ ଡିଗ୍ରୀ ସେଲସିୟସ୍ ପାର। ଆଗକୁ ଆସୁଛି ଭୟାନକ ଗ୍ରୀଷ୍ମ … Continue reading ଫେବୃଆରୀ ପହିଲାରୁ ତାଉ ଦେଖାଇଲାଣି ଖରା, ଆଗକୁ ଆସୁଛି ଭୟାନକ ଗ୍ରୀଷ୍ମ ପ୍ରବାହ