ବାହାନଗା ରେଳ ପୀଡ଼ିତଙ୍କୁ କ୍ଷତିପୂରଣ ଦେବାକୁ ଏନଏଚଆରସିର ଅନୁରୋଧ

Bahanga train victims: ଗତ ବର୍ଷ ଜୁନ୍ ୨ ତାରିଖରେ ଘଟିଥିବା ଏହି ଦୁଃଖଦ ରେଳ ଦୁର୍ଘଟଣାରେ ୨୯୭ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୭ ଜଣଙ୍କ ମୃତଦେହକୁ ଚିହ୍ନଟ ନ କରି ଅନ୍ତିମ ସଂସ୍କାର କରାଯାଇଥିଲା। ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣାର ସମସ୍ତ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଦେବା ସହ ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତିକୁ ରୋକିବା ପାଇଁ ପ୍ରଭାବଶାଳୀ ପଦକ୍ଷେପ ନେବାକୁ ଜାତୀୟ ମାନବାଧିକାର ଆୟୋଗ (ଏନ୍ଏଚ୍ଆରସି) ରେଳ ମନ୍ତ୍ରାଳୟ ଓ ଓଡ଼ିଶା ସରକାରଙ୍କୁ … Continue reading ବାହାନଗା ରେଳ ପୀଡ଼ିତଙ୍କୁ କ୍ଷତିପୂରଣ ଦେବାକୁ ଏନଏଚଆରସିର ଅନୁରୋଧ