‘ବିକଶିତ ଭାରତର ଦାୟିତ୍ୱ ନେବେ ନିର୍ଭୟ ଯୁବ ପୁରସ୍କାର ବିଜେତାମାନେ’
ଆଗାମୀ ୧୧ବର୍ଷ ପରେ ୨୦୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ। ସେ ଉପଲକ୍ଷେ କାର୍ଯ୍ୟକ୍ରମ ଓ ଲକ୍ଷ୍ୟ ସ୍ଥିର କରାଯାଇ ସାରିଛି। ୨୦୪୭ ମସିହାରେ ଦେଶ ସ୍ୱାଧୀନତାର ଶତବାର୍ଷିକୀ ପାଳନ କରିବାକୁ ଯାଉଥିଲାବେଳେ ବିକଶିତ ଭାରତର ସ୍ୱପ୍ନ ସାକାର ହୋଇଥିବ। ଆଉ ସେହି ବିକଶିତ ଭାରତର ଦାୟିତ୍ୱ ନିର୍ଭୟ ଯୁବ ପୁରସ୍କାର ବିଜେତାମାନେ ନେବେ ବୋଲି ବୁଧବାର ପ୍ରଥମ ମନୀଷ ସ୍ମାରକୀ ନିର୍ଭୟ ଯୁବ ପୁରସ୍କାର ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି … Continue reading ‘ବିକଶିତ ଭାରତର ଦାୟିତ୍ୱ ନେବେ ନିର୍ଭୟ ଯୁବ ପୁରସ୍କାର ବିଜେତାମାନେ’
Copy and paste this URL into your WordPress site to embed
Copy and paste this code into your site to embed