୨୦୨୫ ଏଲୋନ ମସ୍କଙ୍କୁ ନୋବେଲ ଶାନ୍ତି ପୁରସ୍କାର ପାଇଁ ଆନୁଷ୍ଠାନିକ ଭାବରେ ମନୋନୀତ
ୟୁରୋପୀୟ ସଂସଦର ସ୍ଲୋଭେନିଆନ୍ ସଦସ୍ୟ ବ୍ରାଙ୍କୋ ଗ୍ରିମ୍ସ ମସ୍କଙ୍କ ନାକୁ ମନୋନୀତ କରିଛନ୍ତି। ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଟେସଲା, ସ୍ପେସଏକ୍ସ ଏକ୍ସ ଭଳି କମ୍ପାନୀର ମାଲିକ ନାଁକୁ ଚାନ୍ସ ଦିଆଯାଇଛି। ଗ୍ରାଇମ୍ସଙ୍କ ମତରେ, ଏହି ନାମାଙ୍କନ ମସ୍କଙ୍କ ଅଭିବ୍ୟକ୍ତି ସ୍ୱାଧୀନତାକୁ ସମର୍ଥନ କରିବା ଏବଂ ବିଶ୍ୱ ଶାନ୍ତି ପ୍ରତି ତାଙ୍କର ଅବଦାନକୁ ସ୍ୱୀକୃତି ଦେବା ପାଇଁ କରାଯାଇଛି । ବ୍ରାଙ୍କୋ ଗ୍ରାଇମ୍ସ ମସ୍କଙ୍କୁ ମନୋନୀତ ପ୍ରସ୍ତାବକୁ ନିଶ୍ଚିତ କରି, ବ୍ରାଙ୍କୋ ଗ୍ରିମ୍ସ କହିଛନ୍ତି ।ଆଜି ଏହା … Continue reading ୨୦୨୫ ଏଲୋନ ମସ୍କଙ୍କୁ ନୋବେଲ ଶାନ୍ତି ପୁରସ୍କାର ପାଇଁ ଆନୁଷ୍ଠାନିକ ଭାବରେ ମନୋନୀତ
Copy and paste this URL into your WordPress site to embed
Copy and paste this code into your site to embed