୧୩ରୁ ବିଧାନସଭା ବଜେଟ ଅଧିବେଶନ; ୧୭ରେ ବଜେଟ

Budget session: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ ହେବ। ଆଉ ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ୨୮ଦିନ ଚାଲିବ। ବିଧାନସଭା ସଚିବାଳୟ … Continue reading ୧୩ରୁ ବିଧାନସଭା ବଜେଟ ଅଧିବେଶନ; ୧୭ରେ ବଜେଟ