Odisha Assembly Monsoon Session From Sept 18 ।। ସେପ୍ଟେମ୍ବର ୧୮ରୁ ବିଧାନସଭା ମୌସୁମୀ ଅଧିବେଶନ, ମାତ୍ର ୭ଟି କାର୍ଯ୍ୟଦିବସ

ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ମାତ୍ର ୭ ଦିନ ଅର୍ଥାତ ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ, ତେବେ ଏହି ସପ୍ତାହବ୍ୟାପୀ ଅଧିବେଶନରେ ଅନେକ ଜ୍ୱଳନ୍ତ ଏବଂ ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଝଡ଼ ସୃଷ୍ଟି ହୋଇପାରେ ବୋଲି କୁହାଯାଉଛି। ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିବ । ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ ରହିଛି … Continue reading Odisha Assembly Monsoon Session From Sept 18 ।। ସେପ୍ଟେମ୍ବର ୧୮ରୁ ବିଧାନସଭା ମୌସୁମୀ ଅଧିବେଶନ, ମାତ୍ର ୭ଟି କାର୍ଯ୍ୟଦିବସ