ବସନ୍ତରେ ବୈଶାଖୀର ତାତି; ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଇଏମଡି

Heatwave: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନେକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି କରିବା ସହ ଅତ୍ୟଧିକ ପରିସ୍ଥିତି ପ୍ରତି ସତର୍କତା ଅବଲମ୍ବନ କରିବାକୁ ସତର୍କ କରାଇଦେଇଛି। ବସନ୍ତରେ ବୈଶାଖୀର ତାତି ଦେଖିବାକୁ ମିଳିଛି। ଦୋଳ ଓ ହୋଲିର ମାହୋଲ ମଧ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। କେତେକ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିସାରିଥିବାରୁ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନେକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି … Continue reading ବସନ୍ତରେ ବୈଶାଖୀର ତାତି; ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଇଏମଡି