ଅବକାରୀ ନୀତି ୨୦୨୫-୨୬ ପ୍ରଣୟନ ପାଇଁ ଚିଠା ପ୍ରସ୍ତୁତି

Odisha: ସ୍ୱଚ୍ଛ ଓ ଉତ୍ତରଦାୟୀ ଅବକାରୀ ନୀତି ନେଇ ବୈଠକରେ ମତପୋଷଣ ରାଜ୍ୟରେ ଏକ ସ୍ୱଚ୍ଛ ଅବକାରୀ ନୀତି ଗ୍ରହଣ କରିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ଏଥିସହ ସଂପୃକ୍ତ ଅଂଶୀଦାରମାନଙ୍କ ସମେତ ରାଜ୍ୟବାସୀ ଉପକୃତ ହୋଇପାରିବେ ଏ ନେଇ ବ୍ୟବସ୍ଥା କରାଯାଉଛି । ରାଜ୍ୟରେ ଅବକାରୀ ନୀତି ୨୦୨୫-୨୬ ପ୍ରଣୟନ ପାଇଁ ଚିଠା ପ୍ରସ୍ତାବ ଉପରେ ଅଂଶୀଦାରମାନଙ୍କ ମତାମତ ସଂପର୍କିତ ଏକ ବୈଠକ ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି … Continue reading ଅବକାରୀ ନୀତି ୨୦୨୫-୨୬ ପ୍ରଣୟନ ପାଇଁ ଚିଠା ପ୍ରସ୍ତୁତି