ଏନଡିଆରଏଫରୁ ଓଡ଼ିଶାକୁ ମିଳିଲା ଅତିରିକ୍ତ ୨୫୫.୨୪ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା
୨୦୨୪ ରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ସାମୁଦ୍ରିକ ଝଡ଼ଦ୍ୱାରା ପ୍ରଭାବିତ ଓଡ଼ିଶା ସମେତ ୫ଟି ରାଜ୍ୟକୁ ଜାତୀୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (ଏନଡିଆରଏଫ) ଅଧୀନରେ ୧୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତାକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ଅନ୍ୟ ୪ଟି ରାଜ୍ୟ ହେଉଛି ଆନ୍ଧ୍ରପ୍ରଦେଶ, ନାଗାଲାଣ୍ଡ, ତେଲେଙ୍ଗାନା ଓ ତ୍ରିପୁରା। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ଯେ ଏସଡିଆର ପାଣ୍ଠି ଅଧୀନରେ ୨୭ଟି ରାଜ୍ୟକୁ କେନ୍ଦ୍ର … Continue reading ଏନଡିଆରଏଫରୁ ଓଡ଼ିଶାକୁ ମିଳିଲା ଅତିରିକ୍ତ ୨୫୫.୨୪ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା
Copy and paste this URL into your WordPress site to embed
Copy and paste this code into your site to embed