ବାରଣାସୀ ଓ ପ୍ରୟାଗରାଜ ଦେଇ ଅଯୋଧ୍ୟାକୁ ବସ୍ ସେବା ଆରମ୍ଭ କରିବେ ଓଡ଼ିଶା ସରକାର

ଆଗାମୀ ମହାକୁମ୍ଭ ମେଳାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ରାଜ୍ୟର ୪ଟି ସହର ଓ ସହରରୁ ବାରାଣାସୀ ଓ ପ୍ରୟାଗରାଜ ଦେଇ ଅଯୋଧ୍ୟାକୁ ଏକ ସ୍ୱତନ୍ତ୍ର ବସ୍ ସେବା ଆରମ୍ଭ କରିବାକୁ ଯାଉଛନ୍ତି। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସଆରଟିସି) ପକ୍ଷରୁ ପୁରୀ, ସମ୍ବଲପୁର, ଭବାନୀପାଟଣା ଓ ବ୍ରହ୍ମପୁରରୁ ଜାନୁଆରି ୧୩ରୁ ଫେବ୍ରୁଆରି ୨୬ ତାରିଖ ପର୍ଯ୍ୟନ୍ତ ଏହି ସ୍ବତନ୍ତ୍ର ବସ୍ ସେବା ଚଳାଚଳ କରିବ। ଅଧିକରୁ ଅଧିକ ଯାତ୍ରୀ ସୁବିଧା ଯୋଗାଇବା ପାଇଁ ଅତ୍ୟାଧୁନିକ … Continue reading ବାରଣାସୀ ଓ ପ୍ରୟାଗରାଜ ଦେଇ ଅଯୋଧ୍ୟାକୁ ବସ୍ ସେବା ଆରମ୍ଭ କରିବେ ଓଡ଼ିଶା ସରକାର